ରାଜ୍ୟରେ ଆଜି ନୂଆ ୧୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି ।
୧୧୦ କରୋନା ପଜିଟିଭ ମଧ୍ୟରୁ ୯୭ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୩ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ଆଜି ୧୭ ଜିଲ୍ଲାରୁ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।
6. Nayagarh: 4
7. Bargarh: 2
8. Bhadrak: 1
9. Kalahandi: 4
10. Gajapati: 11
11. Puri: 7
12. Bolangir: 1
13. Kendrapada: 1
14. Mayurbhanj: 4
15. Koraput: 1
16. Keonjhar: 1
17. Boudh: 1New recoveries: 140
Cumulative tested: 185410
Positive: 3250
Recovered: 2133
Active cases: 1106— I & PR Department, Odisha (@IPR_Odisha) June 10, 2020
ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଓ କଟକ ଜିଲ୍ଲାରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ଗଜପତି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାୟଗଡା, ନୟାଗଡ, କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲାରୁ ୦୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।
ବରଗଡ଼ ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଝାରସୁଗୁଡା, ଭଦ୍ରକ ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋରାପୁଟ, କେନ୍ଦୁଝର, କେନ୍ଦ୍ରାପଡା ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ।
ଆଜି ନୂଆ ୧୧୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧୧୦୬, ସୁସ୍ଥ ହୋଇଛନ୍ତି ୨୧୩୩ ଓ ମୃତ ସଂଖ୍ୟା ୦୯ ।
ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୭୫,୩୦୧ କୁ ବୃଦ୍ଧି ହେଇଛି । ୧,୩୩,୪୦୧ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୩୪,୧୬୬ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୭,୭୧୯ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।