ରାଜ୍ୟରେ ଆଜି ନୂଆ ୧୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ନୂଆ ୧୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 110 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ନୂଆ ୧୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି ।

୧୧୦ କରୋନା ପଜିଟିଭ ମଧ୍ୟରୁ ୯୭ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୩ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ଆଜି ୧୭ ଜିଲ୍ଲାରୁ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଓ କଟକ ଜିଲ୍ଲାରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ଗଜପତି ଜିଲ୍ଲାରୁ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାୟଗଡା, ନୟାଗଡ, କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲାରୁ ୦୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ବରଗଡ଼ ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଝାରସୁଗୁଡା, ଭଦ୍ରକ ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋରାପୁଟ, କେନ୍ଦୁଝର, କେନ୍ଦ୍ରାପଡା ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ।

ଆଜି ନୂଆ ୧୧୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧୧୦୬, ସୁସ୍ଥ ହୋଇଛନ୍ତି ୨୧୩୩ ଓ ମୃତ ସଂଖ୍ୟା ୦୯ ।

ରାଜ୍ୟରେ ଆଜି ନୂଆ ୧୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 110 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୭୫,୩୦୧ କୁ ବୃଦ୍ଧି ହେଇଛି । ୧,୩୩,୪୦୧ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୩୪,୧୬୬ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୭,୭୧୯ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published.