ରାଜ୍ୟରେ ଆଜି ୧୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ରାଜ୍ୟରେ ସୁସ୍ଥ ହୋଇଥିବା ୧୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡା ଜିଲ୍ଲାରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି ।
ଜଗତସିଂହପୁର ରୁ ୦୮ ଜଣ, ଗଞ୍ଜାମ ରୁ ୦୭ ଜଣ, ଖୋର୍ଦ୍ଧା ରୁ ୦୭ ଜଣ ସୁସ୍ଥ । କଟକ ଓ ସୁବର୍ଣ୍ଣପୁର ରୁ ୦୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ବାଲେଶ୍ୱର, ପୁରୀ ଓ ସମ୍ବଲପୁର ରୁ ୦୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ନୟାଗଡ ରୁ ୦୨ ଜଣ ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧,୭୧୬ କୁ ବୃଦ୍ଧି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ସକାଳେ ଆଜି ନୂଆ ୧୭୩ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୮୧ କୁ ବୃଦ୍ଧି ହୋଇଛି ।
ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୩୭,୩୯୫ କୁ ବୃଦ୍ଧି ହୋଇଛି । ୧,୧୭,୪୦୭ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୧୩,୩୨୫ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୬,୬୫୦ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।