ରାଜ୍ୟରେ ଆଜି ୧୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ରାଜ୍ୟରେ ସୁସ୍ଥ ହୋଇଥିବା ୧୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡା ଜିଲ୍ଲାରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଛନ୍ତି । ବଲାଙ୍ଗିର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି ।

ଜଗତସିଂହପୁର ରୁ ୦୮ ଜଣ, ଗଞ୍ଜାମ ରୁ ୦୭ ଜଣ, ଖୋର୍ଦ୍ଧା ରୁ ୦୭ ଜଣ ସୁସ୍ଥ । କଟକ ଓ ସୁବର୍ଣ୍ଣପୁର ରୁ ୦୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ବାଲେଶ୍ୱର, ପୁରୀ ଓ ସମ୍ବଲପୁର ରୁ ୦୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ନୟାଗଡ ରୁ ୦୨ ଜଣ ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown
ରାଜ୍ୟରେ ଆଜି ୧୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧,୭୧୬ କୁ ବୃଦ୍ଧି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ସକାଳେ ଆଜି ନୂଆ ୧୭୩ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୮୧ କୁ ବୃଦ୍ଧି ହୋଇଛି ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୩୭,୩୯୫ କୁ ବୃଦ୍ଧି ହୋଇଛି । ୧,୧୭,୪୦୭ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୧୩,୩୨୫ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୬,୬୫୦ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *