ରାଜ୍ୟରେ ଆଜି ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।, 120 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ ସୁସ୍ଥ ହୋଇଥିବା ୧୨୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୧୯ ଜଣ, କଟକ ଜିଲ୍ଲାରୁ ୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ମୟୁରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ନୂଆପଡାରୁ ୦୯ ଜଣ, ସୁନ୍ଦରଗଡରୁ ୦୭ ଜଣ ଓ କନ୍ଧମାଳ ଜିଲ୍ଲାରୁ ୦୬ ଜଣ ସୁସ୍ଥ ହୋଇଛନ୍ତି । ବଲାଙ୍ଗିର ଓ ନୟାଗଡ ଜିଲ୍ଲାରୁ ୦୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡା ଓ ଝାରସୁଗୁଡା ଜିଲ୍ଲାରୁ ୦୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । କେନ୍ଦୁଝର, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୦୩ ଜଣ ଲେଖାଏଁ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଅନୁଗୁଳ, କଳାହାଣ୍ଡି ଓ କୋରାପୁଟ ରୁ ୦୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ମାଲକାନଗିରି ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ ମୋଟ୍ କରୋନା ସଂକ୍ରମଣରୁ ସୁସ୍ଥ ହେଇଥିବା ସଂଖ୍ୟା ୨,୯୭୪ କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୦୮ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୬୩ କୁ ବୃଦ୍ଧି ହୋଇଛି । ୧,୧୭୫ ଜଣ ଚିକିତ୍ସା ହେଉଥିବା ବେଳେ, ୨,୯୭୪ ଭଲ ହୋଇ ଘରକୁ ଫେରିଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୪୩,୦୫୧ କୁ ବୃଦ୍ଧି ହୋଇଛି । ୧,୫୨,୭୭୨ ଜଣ ଚିକିତ୍ସା ହେଉଛନ୍ତି, ୧,୮୦,୩୨୦ ଭଲ ହୋଇ ଘରକୁ ଫେରିଥିବା ବେଳେ ୯,୯୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *