ରାଜ୍ୟରେ ଆଜି ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।, 123 corona case recovered in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ରାଜ୍ୟରେ ସୁସ୍ଥ ହୋଇଥିବା ୧୨୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ରୁ ସର୍ବାଧିକ ୩୫ ଜଣ ସୁସ୍ଥ ହୋଇଛନ୍ତି । କଟକ ଜିଲ୍ଲାରୁ ୨୨ ଜଣ, ନୂଆପଡା ଓ ବଲାଙ୍ଗିର ଜିଲ୍ଲାରୁ ୧୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ଖୋର୍ଦ୍ଧା ରୁ ୧୦ ଜଣ, କନ୍ଧମାଳ ରୁ ୦୭ ଜଣ, କୋରାପୁଟ ରୁ ୦୫ ଜଣ ଓ କେନ୍ଦ୍ରାପଡା ରୁ ୪ ଜଣ ସୁସ୍ଥ । ବାଲେଶ୍ୱର, ଢେଙ୍କାନାଳ ଓ ନୟାଗଡ଼ରୁ ୦୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଅନୁଗୁଳ, ମୟୁରଭଞ୍ଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ଆଜି ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୬୦୪ କୁ ବୃଦ୍ଧି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି ।

ସକାଳେ ଆଜି ନୂଆ ୧୩୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୦୮ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୯୯୪ ସୁସ୍ଥ ହୋଇଛନ୍ତି ୧,୬୦୪ ଓ ମୃତ ସଂଖ୍ୟା ୮ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୨୭,୩୭୬ କୁ ବୃଦ୍ଧି ହୋଇଛି । ୧,୧୨,୩୫୩ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୦୮,୬୪୪ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୬,୩୬୭ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *