ରାଜ୍ୟରେ ଆଜି ନୂଆ ୧୩୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ନୂଆ ୧୩୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 136 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ନୂଆ ୧୩୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

୧୩୬ କରୋନା ପଜିଟିଭ ମଧ୍ୟରୁ ୧୩୪ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୦୨ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଆଜି ୧୭ ଜିଲ୍ଲାରୁ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ODRAF/NDRF/FIRE ର ଆଉ ୫୪ ଯବାନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅମ୍ପନ ପୁନରୁଦ୍ଧାର ପାଇଁ ବେଙ୍ଗଲ ଯାଇ ଫେରିଥିବା ଯବାନ ଆକ୍ରାନ୍ତ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଓ କନ୍ଦମାଳ ଜିଲ୍ଲାରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ମୟୁରଭଞ୍ଜ ଜିଲ୍ଲାରୁ ୦୯ ଜଣ ଓ କେନ୍ଦୁଝର ଜିଲ୍ଲାରୁ ୦୮ ଜଣ କରୋନା ପଜିଟିଭ ଚିହ୍ନଟ । କଟକ ଓ ଗଜପତି ଜିଲ୍ଲାରୁ ୦୭ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡା ଜିଲ୍ଲାରୁ ୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଜି ନୂଆ ୧୩୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 136 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown
ରାଜ୍ୟରେ ଆଜି ନୂଆ ୧୩୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

ଢେଙ୍କାନାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆପଡା ଓ କଳାହାଣ୍ଡି ଜିଲ୍ଲାରୁ ୦୨ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ଆଜି ନୂଆ ୧୩୬ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧୦୯୨, ସୁସ୍ଥ ହୋଇଛନ୍ତି ୨୨୮୨ ଓ ମୃତ ସଂଖ୍ୟା ୦୯ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୮୭,୧୫୭ କୁ ବୃଦ୍ଧି ହେଇଛି । ୧,୩୮,୦୫୬ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୪୦,୯୭୯ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୮,୧୦୭ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *