ରାଜ୍ୟରେ ଆଜି ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, 149 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ ସୁସ୍ଥ ହୋଇଥିବା ୧୪୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୭ ଜଣ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ ଓ ବଲାଙ୍ଗିର ରୁ ୧୧ ଜଣ ସୁସ୍ଥ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବାଲେଶ୍ୱର, ଯାଜପୁର ଓ ନୟାଗଡ ଜିଲ୍ଲାରୁ ୦୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଭଦ୍ରକ, କେନ୍ଦ୍ରାପଡା ଓ ପୁରୀ ଜିଲ୍ଲାରୁ ୦୫ ଜଣ ସୁସ୍ଥ ହୋଇଛନ୍ତି । ସୁନ୍ଦରଗଡରୁ ୦୪ ଜଣ, କେନ୍ଦୁଝରରୁ ୦୩ ଜଣ ଓ କଟକ ଜିଲ୍ଲାରୁ ୦୨ ଜଣ ସୁସ୍ଥ ହୋଇଛନ୍ତି । ବୌଦ୍ଧ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, 149 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ମୋଟ୍ କରୋନା ଆରୋଗ୍ୟଙ୍କ ସଂଖ୍ୟା ୨,୨୮୨ ରେ ପହଁଚିଲା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ସକାଳେ ଆଜି ନୂଆ ୧୧୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ କୁ ବୃଦ୍ଧି ହୋଇଛି, ଆକ୍ଟିଭ କେସ ୯୫୭, ସୁସ୍ଥ ହୋଇଛନ୍ତି ୨,୨୮୨ ଓ ମୃତ ସଂଖ୍ୟା ୦୯ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୭୭,୩୩୫ କୁ ବୃଦ୍ଧି ହୋଇଛି । ୧,୩୪,୬୧୯ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୩୪,୯୪୯ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୭,୭୫୨ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *