ରାଜ୍ୟରେ ଆଜି ସର୍ବାଧିକ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ସର୍ବାଧିକ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, 237 corona positive case recovered in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ସର୍ବାଧିକ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ ସୁସ୍ଥ ହୋଇଥିବା ୨୩୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୭୦ ଜଣ, ଖୋର୍ଦ୍ଧା ୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କନ୍ଧମାଳ ରୁ ୧୯ ଜଣ, ଗଞ୍ଜାମ ଜିଲ୍ଲାରୁ ୦୭ ଜଣ ସୁସ୍ଥ ହୋଇଥିଲା ବେଳେ ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୦୯ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦୁଝରରୁ ୦୮ ଜଣ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରୁ ୦୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି ।

କେନ୍ଦ୍ରାପଡା ଓ ନୟାଗଡରୁ ୦୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । କଳାହାଣ୍ଡି, ମାଲକାନଗିରି ଓ ସମ୍ବଲପୁରରୁ ୦୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ବୌଦ୍ଧ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ ଆଜି ସର୍ବାଧିକ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, 237 corona positive case recovered in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown
ରାଜ୍ୟରେ ଆଜି ସର୍ବାଧିକ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ରାଜ୍ୟରେ ମୋଟ୍ କରୋନା ସଂକ୍ରମଣରୁ ସୁସ୍ଥ ହେଇଥିବା ସଂଖ୍ୟା ୩,୫୩୪ କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ଆଜି ୧୭୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୬ କୁ ବୃଦ୍ଧି ହୋଇଛି । ୧,୩୦୬ ଜଣ ଚିକିତ୍ସା ହେଉଥିବା ବେଳେ ୩,୫୩୪ ଭଲ ହୋଇ ଘରକୁ ଫେରିଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୯୬,୮୭୪ କୁ ବୃଦ୍ଧି ହୋଇଛି । ୧,୬୮,୯୮୪ ଜଣ ଚିକିତ୍ସା ହେଉଛନ୍ତି, ୨,୧୪,୮୬୮ ଭଲ ହୋଇ ଘରକୁ ଫେରିଥିବା ବେଳେ ୧୨,୯୭୨ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ୨୪ ଘଣ୍ଟାରେ ୧୪,୫୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୫ ଜଣଙ୍କର ମୃତ୍ୟୁ ହୋଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *