ରାଜ୍ୟରେ ଆଜି ୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, 65 corona case recovered in odisha

ରାଜ୍ୟରେ ଆଜି ୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

କରୋନା ଆକ୍ରାନ୍ତ ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ରାଜ୍ୟରେ ସୁସ୍ଥ ହୋଇଥିବା ୬୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ରୁ ୧୪, ଜଗତସିଂହପୁର ଓ କେନ୍ଦ୍ରାପଡା ରୁ ୧୦ ଲେଖାଏଁ ସୁସ୍ଥ । ଭଦ୍ରକରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, ବଲାଙ୍ଗିରରୁ ୬ ଜଣ ସୁସ୍ଥ ହୋଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ବାଲେଶ୍ୱର ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଢେଙ୍କାନାଳ, ଝାରସୁଗୁଡା, କନ୍ଧମାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, 65 corona case recovered in odisha
ରାଜ୍ୟରେ ଆଜି ୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଜି ୬୫ କୁ ମିଶାଇ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୧,୪୮୧ କୁ ବୃଦ୍ଧି ଘଟିଛି । ସକାଳେ ୯୦ ଜଣ ନୂଆ ପଜିଟିଭ ଚିହ୍ନଟ ହେଇଥିଲେ । ଆଜି ନୂଆ ୯୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୭୮ ରେ ପହଁଚିଲା । ବର୍ତମାନ ରାଜ୍ୟରେ ମୋଟ ଆକ୍ଟିଭ କେସ ୯୮୮ ସୁସ୍ଥ ହୋଇଛନ୍ତି ୧୪୮୧ ଓ ମୃତ ସଂଖ୍ୟା ୭ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୧୭,୯୬୫ କୁ ବୃଦ୍ଧି ହୋଇଛି । ୧,୦୭,୬୨୧ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୦୪,୨୪୨ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୬,୦୯୧ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *