ରାଜ୍ୟରେ ଆଜି ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, 97 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବେ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ ସୁସ୍ଥ ହୋଇଥିବା ୧୨୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୧୭ ଜଣ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ୧୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କନ୍ଧମାଳ ରୁ ୧୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୦୯ ଜଣ ଓ ଯାଜପୁର ଜିଲ୍ଲାରୁ ୦୭ ଜଣ ସୁସ୍ଥ ହୋଇଛନ୍ତି । ପୁରୀରୁ ୦୫ ଜଣ, ନୟାଗଡରୁ ୦୪ ଜଣ ଓ କଳେନ୍ଦ୍ରପଡ଼ା ଜିଲ୍ଲାରୁ ୦୩ ଜଣ ସୁସ୍ଥ ହୋଇଛନ୍ତି । ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଢେଙ୍କାନାଳ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ ଆଜି ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, 97 corona recovered, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ମୋଟ୍ କରୋନା ସଂକ୍ରମଣରୁ ସୁସ୍ଥ ହେଇଥିବା ସଂଖ୍ୟା ୩,୧୪୪ କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ଆଜି ୧୭୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ ଟି ଜିଲ୍ଲାରୁ ଆଜି ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨ କୁ ବୃଦ୍ଧି ହୋଇଛି । ୧,୩୫୪ ଜଣ ଚିକିତ୍ସା ହେଉଥିବା ବେଳେ ୩,୧୪୪ ଭଲ ହୋଇ ଘରକୁ ଫେରିଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୬୭,୭୦୫ କୁ ବୃଦ୍ଧି ହୋଇଛି । ୧,୬୦,୯୬୦ ଜଣ ଚିକିତ୍ସା ହେଉଛନ୍ତି, ୧,୯୪,୪୩୮ ଭଲ ହୋଇ ଘରକୁ ଫେରିଥିବା ବେଳେ ୧୨,୨୬୨ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *