ରାଜ୍ୟରେ ଆଜି ୨୮୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ୧୭ଟି ଜିଲ୍ଲାରୁ ଆଜି ୨୮୨ ଜଣ କରୋନା ପଜିଟିଭ ଚିହ୍ନଟ ।
୨୮୨ ନୂଆ କରୋନା ପଜିଟିଭ ମଧ୍ୟରୁ ୨୫୬ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୬ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୬୭ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୭୫୨ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୭୪୦, ସୁସ୍ଥ ହୋଇଛନ୍ତି ୩,୯୮୮ ଓ ମୃତ ସଂଖ୍ୟା ୧୭ ।
6. Puri: 9
7. Angul: 1
8. Jagatsinghpur: 11
9. Kandhamal: 17
10. Ganjam: 75
11. Gajapati: 76
12. Sundargarh: 1
13. Sambalpur:13
14. Bolangir: 1
15. Mayurbhanj: 6
16. Koraput: 1
17. Nayagarh: 1
18. NDRF personnel: 8
(Returned from Amphan duty in WB)— I & PR Department, Odisha (@IPR_Odisha) June 24, 2020
ଆଜି ୦୮ ଜଣ ନୂଆ NDRF ଯବାନ କରୋନା ଚିହ୍ନଟ ହୋଇଛନ୍ତି । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା ୦୮ NDRF ଓ ଅଗ୍ନିଶମ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।
କେଉଁ ଜିଲାରୁ କେତେ ଚିହ୍ନଟ:
ଆଜି ୨୮୨ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ ଜିଲ୍ଲାରୁ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ ଜିଲ୍ଲାରେ ୧୦୦୦ କୁ ଟପିଛି କରନା ଆକ୍ରାନ୍ତଙ୍କ ସଂଖ୍ୟା । ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ ଓ ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ । କନ୍ଧମାଳ ଜିଲ୍ଲାରୁ ୧୭ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।
ପୁରୀ ଜିଲ୍ଲାରୁ ୦୯ ଏବଂ ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାରୁ ୦୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । କଟକରୁ ୦୪ ଓ ବାଲେଶ୍ୱରରୁ ୦୩ ଜଣ କରୋନା ପଜିଟିଭ ଚିହ୍ନଟ । ଅନୁଗୁଳ, ସୁନ୍ଦରଗଡ, ବଲାଙ୍ଗିର, କୋରାପୁଟ ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।
ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୪,୫୬,୨୪୬ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୮୩,୧୦୯, ସୁସ୍ଥ ହୋଇଛନ୍ତି ୨,୫୮,୫୯୯ ଓ ୧୪,୪୮୩ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ଏବେ ଆକ୍ଟିଭ କେସ ଅପେକ୍ଷା ଆରୋଗ୍ୟ ସଂଖ୍ୟା ଅଧିକ । ଗୋଟିଏ ପଟେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଅନ୍ୟ ପଟେ ଆରୋଗ୍ୟ ହାର ମଧ୍ୟ୍ୟ ବଢିଛି ।
ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।