ରାଜ୍ୟରେ ଆଜି ୧୭୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୧୭୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, new 170 corona positive case found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, unlock

ରାଜ୍ୟରେ ପୁଣି ଆଜି ଆଉ ଜଣଙ୍କର ମୁଣ୍ଡ ନେଲା କରୋନା ଏବଂ ୧୫୦ ରୁ ଅଧିକା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଜି ୧୭୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ୧୪ ଟି ଜିଲ୍ଲାରୁ ଆଜି ୧୭୦ ଜଣ କରୋନା ପଜିଟିଭ ଚିହ୍ନଟ ।

୧୭୦ ନୂଆ କରୋନା ପଜିଟିଭ ମଧ୍ୟରୁ ୧୪୩ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୨୭ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୭୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୩୫୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୯୦୩, ସୁସ୍ଥ ହୋଇଛନ୍ତି ୪,୪୩୨ ଓ ମୃତ ସଂଖ୍ୟା ୧୭ । କାଲି ୧୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଜି ଜଣେ ନୂଆ NDRF ଯବାନ କରୋନା ଚିହ୍ନଟ ହୋଇଛନ୍ତି । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା NDRF କର୍ମଚାରୀ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ରାଜ୍ୟରେ ଆଜି ୧୭୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, new 170 corona positive case found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, unlock

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୧୭୦ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାରୁ ୧୯ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ଗଜପତି ଓ ରାୟଗଡା ଜିଲ୍ଲାରୁ ୧୬ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । କଟକ ଜିଲ୍ଲାରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ଓ କେନ୍ଦ୍ରାପଡା ଜିଲ୍ଲାରୁ ୦୬ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ମାଲକାନାଗିର ଜିଲ୍ଲାରୁ ୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଯାଜପୁର ଓ ନୟାଗଡ ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ସମ୍ବଲପୁର ଜିଲ୍ଲାରୁ ୦୨ ଜଣ ଏବଂ ବରଗଡ ଓ କୋରାପୁଟ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୫,୦୯,୫୨୩ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୯୭,୮୬୦, ସୁସ୍ଥ ହୋଇଛନ୍ତି ୨,୯୫,୯୧୭ ଓ ୧୫,୬୯୦ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ଏବେ ଆକ୍ଟିଭ କେସ ଅପେକ୍ଷା ଆରୋଗ୍ୟ ସଂଖ୍ୟା ଅଧିକ । ଗୋଟିଏ ପଟେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଅନ୍ୟ ପଟେ ଆରୋଗ୍ୟ ହାର ମଧ୍ୟ୍ୟ ବଢିଛି । ଦେଶରେ ଆରୋଗ୍ୟ ହାର ୧.୪୯% ରେ ରହିଛି ଓ ମୃତ୍ୟୁ ହାର ୦.୧୧% ରେ ଅଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *