ରାଜ୍ୟରେ ଆଜି ୧,୬୩୩ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୧୬ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୨ ଲକ୍ଷ ୮୧ ହଜାରକୁ ଟପିଲା । ରାଜ୍ୟରେ ଆଜି ୧,୨୪୫ କୁ ପହଁଚିଲା କରୋନା ମୃତ୍ୟୁ ସଂଖ୍ୟା ।
ଆଜି ରାଜ୍ୟରେ ୩୦ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୧,୬୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୯୫୫ କ୍ଵାରେଣ୍ଟାଇନ୍ରୁ ଓ ୬୭୮ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।
Covid-19 Report For 24th October
New Positive Cases: 1633
In quarantine: 955
Local contacts: 678(Details of local contacts will be shared by concerned District Administration)
District Wise Cases:
1. Angul: 100
2. Balasore: 26
3. Bargarh: 53
4. Bhadrak: 21
5. Balangir: 80— I & PR Department, Odisha (@IPR_Odisha) October 25, 2020
22. Mayurbhanj: 42
23. Nawarangpur: 41
24. Nayagarh: 23
25. Nuapada: 89
26. Puri: 58
27. Rayagada: 11
28. Sambalpur: 32
29. Sonepur: 22
30. Sundargarh: 106
31. State Pool: 31New recoveries: 2613
Cumulative Tested: 4318075
Positive: 281215
Recovered: 262031
Active Cases: 17886— I & PR Department, Odisha (@IPR_Odisha) October 25, 2020
ଆଜିର ନୂଆ ୧,୬୩୩ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ସୁସ୍ଥ ହୋଇଛନ୍ତି ୨,୬୨,୦୩୧, ଆକ୍ଟିଭ କେସ ୧୭,୮୮୬ ଓ ମୃତ ସଂଖ୍ୟା ୧,୨୪୫ କୁ ପହଁଚିଲା । ଗତକାଲି ରାଜ୍ୟରେ ୨୬୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
କେଉଁ ଜିଲାରୁ କେତେ ଚିହ୍ନଟ:
ଆଜି ୧,୬୩୩ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କଟକରୁ ୧୩୨ ଜଣ, ସୁନ୍ଦରଗଡରୁ ୧୦୬ ଜଣ ଓ କେନ୍ଦ୍ରାପଡାରୁ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୦୦ ଜଣ, ନୂଆପଡାରୁ ୮୯ ଜଣ ଓ ବଲାଙ୍ଗିରରୁ ୮୦ ଜଣ କରୋନା ପଜିଟିଭ ଚିହ୍ନଟ । ଜଗତସିଂହପୁରରୁ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ।
ପୁରୀରୁ ୫୮ ଜଣ ଓ ଜଗରସୁଗୁଡା ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ମାଲକାନଗିରି ଓ ବରଗଡ଼ରୁ ୫୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । କେନ୍ଦୁଝରରୁ ୫୧ ଜଣ, ଯାଜପୁରରୁ ୪୩ ଜଣ ଓ ମୟୁରଭଞ୍ଜରୁ ୪୨ ଜଣ ଆକ୍ରାନ୍ତ ଚିହ୍ନଟ । ନବରଙ୍ଗପୁରରୁ ୪୧ ଜଣ, ଢେଙ୍କାନାଳରୁ ୩୯ ଓ କଳାହାଣ୍ଡିରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ । ବୌଦ୍ଧରୁ ଓ କୋରାପୁଟରୁ ୩୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଗଞ୍ଜାମରୁ ୩୩ ଜଣ, ସମ୍ବଲପୁରରୁ ୩୨ ଜଣ ଓ ଷ୍ଟେଟ୍ ପୁଲ୍ରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ । ବାଲେଶ୍ୱରରୁ ୨୬ ଜଣ, କନ୍ଧମାଳରୁ ୨୪ ଜଣ ଓ ନୟାଗଡରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ । ସୋନପୁରରୁ ୨୨ ଜଣ, ଭଦ୍ରକରୁ ୨୧ ଓ ଗଜପତିରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ରାୟଗଡାରୁ ୧୧ ଜଣ ଓ ଦେବଗଡରୁ ୦୮ ଜଣ କରୋନା ପଜିଟିଭ ଚିହ୍ନଟ ।
କରୋନା ମୃତ୍ୟୁ ସଂଖ୍ୟା:
୧୬ ମୃତକଙ୍କ ମଧ୍ୟରୁ ଅନୁଗୁଳ, ବାଲେଶ୍ୱର, ଢେଙ୍କାନାଳ, ଖୋର୍ଦ୍ଧା ଓ ସୁନ୍ଦରଗଡ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ । ବରଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ । କେନ୍ଦୁଝର, ମାଲକାନଗିରି ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ ।

ଦେଶର କରୋନା ଖବର:
ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୫୦,୧୨୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୫୭୮ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୭୮,୬୪,୮୧୧ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୬,୬୮,୧୫୪, ସୁସ୍ଥ ହୋଇଛନ୍ତି ୭୦,୭୮,୧୨୩ ଓ ୧,୧୮,୫୩୪ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୧ ପ୍ରତିଶତ କୁ ବୃଦ୍ଧି ହୋଇଛି ।
ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ ।