ରାଜ୍ୟରେ ଆଜି ୨୬୦୪ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୧୫ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୨ ଲକ୍ଷ ୫୯ ହଜାରକୁ ଟପିଲା । ରାଜ୍ୟରେ ଆଜି ୧୦୭୨ କୁ ପହଁଚିଲା କରୋନା ମୃତ୍ୟୁ ସଂଖ୍ୟା ।
ଆଜି ରାଜ୍ୟରେ ୩୦ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୨୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୧୫୧୧ କ୍ଵାରେଣ୍ଟାଇନ୍ରୁ ଓ ୧୦୯୩ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।
Covid-19 Report For 13th October
New Positives Cases: 2604
In quarantine: 1511
Local contacts: 1093(Details of local contacts will be shared by concerned District Administration)
District Wise Cases
1. Angul: 216
2. Balasore: 164
3. Bargarh: 90
4. Bhadrak: 50
5. Balangir: 64— I & PR Department, Odisha (@IPR_Odisha) October 14, 2020
22. Mayurbhanj: 122
23. Nawarangpur: 60
24. Nayagarh: 35
25. Nuapada: 95
26. Puri: 49
27. Rayagada: 21
28. Sambalpur: 49
29. Sonepur: 44
30. Sundargarh: 186
31. State Pool: 74New Recoveries: 2796
Cumulative Tested: 3878992
Positive: 259541
Recovered: 232988
Active Cases: 25428— I & PR Department, Odisha (@IPR_Odisha) October 14, 2020
ଆଜିର ନୂଆ ୨୬୦୪ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୯,୫୪୧ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ସୁସ୍ଥ ହୋଇଛନ୍ତି ୨,୩୨,୯୮୮, ଆକ୍ଟିଭ କେସ ୨୫,୪୨୮ ଓ ମୃତ ସଂଖ୍ୟା ୧,୦୭୨ କୁ ପହଁଚିଲା । ଗତକାଲି ରାଜ୍ୟରେ ୨୭୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
କେଉଁ ଜିଲାରୁ କେତେ ଚିହ୍ନଟ:
ଆଜି ୨୬୦୪ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଅନୁଗୁଳରୁ ୨୧୬ ଜଣ, କଟକରୁ ୨୦୯ ଜଣ ଓ ସୁନ୍ଦରଗଡରୁ ୧୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୧୬୪ ଜଣ, ମୟୁରଭଞ୍ଜରୁ ୧୨୨ ଜଣ ଓ ଯାଜପୁରରୁ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ । ନୂଆପଡାରୁ ୯୫ ଜଣ, ବରଗଡ଼ରୁ ୯୦ ଜଣ ଓ ଜଗତସିଂହପୁରରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ।

କଳାହାଣ୍ଡିରୁ ୭୬ ଜଣ, ଷ୍ଟେଟ୍ ପୁଲ୍ରୁ ୭୪ ଜଣ ଓ କେନ୍ଦ୍ରାପଡାରୁ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ବଲାଙ୍ଗିରରୁ ୬୪ ଜଣ ଓ ନବରଙ୍ଗପୁରରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ । ଝାରସୁଗୁଡା ଓ ମାଲକାନଗିରିରୁ ୫୭ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । କେନ୍ଦୁଝରରୁ ୫୧ ଜଣ ଓ ଭଦ୍ରକରୁ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।
ପୁରୀ ଓ ସମ୍ବଲପୁରରୁ ୪୯ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ସୋନପୁରରୁ ୪୪ ଜଣ, କନ୍ଧମାଳରୁ ୩୮ ଜଣ ଓ ନୟାଗଡରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ । ଢେଙ୍କାନାଳରୁ ୩୩ ଜଣ କରୋନା ପଜିଟିଭ ଚିହ୍ନଟ । ବୌଦ୍ଧ ଓ କୋରାପୁଟରୁ ୩୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମରୁ ୨୯ ଜଣ, ରାୟଗଡାରୁ ୨୧ ଜଣ, ଦେବଗଡରୁ ୧୩ ଓ ଗଜପତିରୁ ୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।
କରୋନା ମୃତ୍ୟୁ ସଂଖ୍ୟା:
୧୫ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୦୩ ଜଣ କରୋନା ଆକ୍ରାନ୍ତ ମୃତ । ବାଲେଶ୍ୱର, ବୌଦ୍ଧ, ଗଞ୍ଜାମ, ରାୟଗଡା, ଗଞ୍ଜାମ ଓ ଯାଜପୁରରୁ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ । ମୟୁରଭଞ୍ଜ, ପୁରୀ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ ।

ଦେଶର କରୋନା ଖବର:
ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୬୩,୫୦୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୭୩୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୭୨,୩୯,୩୯୦ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୮,୨୬,୮୭୬ ସୁସ୍ଥ ହୋଇଛନ୍ତି ୬୩,୦୧,୯୨୮ ଓ ୧,୧୦,୫୮୬ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୯୭ ପ୍ରତିଶତ କୁ ବୃଦ୍ଧି ହୋଇଛି ।
ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ ।