ରାଜ୍ୟରେ ଆଜି ୪୨୩୭ ନୂଆ କରୋନା ପଜିଟିଭ ଚିହ୍ନଟ ଓ ୧୫ ମୁଣ୍ଡ ନେଲା କରୋନା ।

Corona Update Odisha new 4237 tested corona positive and 15 deaths,

ରାଜ୍ୟରେ ଆଜି ୪୨୩୭ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଜି ୧୫ ମୁଣ୍ଡ ନେଲା କରୋନା । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । କରୋନା ଆକ୍ରାନ୍ତ ସଂଖ୍ୟା ରାଜ୍ୟରେ ୧ ଲକ୍ଷ ୯୨ ହଜାରକୁ ଟପିଲା । ରାଜ୍ୟରେ ଆଜି କରୋନା ମୃତ୍ୟୁ ସଂଖ୍ୟା ୭୩୬ କୁ ବୃଦ୍ଧି ।

ଆଜି ରାଜ୍ୟରେ ୩୦ ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ୨୪୮୫ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୭୫୨ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ଆଜିର ନୂଆ ୪୨୩୭ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ସୁସ୍ଥ ହୋଇଛନ୍ତି ୧,୫୩,୨୧୩, ଆକ୍ଟିଭ କେସ ୩୮,୫୪୬ ଓ ମୃତ ସଂଖ୍ୟା ୭୩୬ କୁ ପହଁଚିଲା । ଗତକାଲି ରାଜ୍ୟରେ ୩୮୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୪୨୩୭ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କଟକରୁ ୫୭୭ ଜଣ, ପୁରୀରୁ ୨୧୯ ଜଣ ଓ ଝାରସୁଗୁଡାରୁ ୨୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୨୦୧ ଜଣ, ଜଗତସିଂହପୁରରୁ ୧୭୩ ଓ ଷ୍ଟେଟ୍ ପୁଲ୍ ରୁ ୧୬୯ ଜଣ କରୋନା ପଜିଟିଭ ଚିହ୍ନଟ । ବାଲେଶ୍ୱରରୁ ୧୬୧ ଜଣ, କେନ୍ଦ୍ରାପଡାରୁ ୧୪୮ ଜଣ ଓ ମୟୁରଭଞ୍ଜରୁ ୧୩୯ ଜଣ କରୋନା ପଜିଟିଭ ଚିହ୍ନଟ ।

ଭଦ୍ରକରୁ ୧୩୬, ସୋନପୁରରୁ ୧୩୧ ଜଣ ଓ ବରଗଡ଼ରୁ ୧୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନୂଆପଡାରୁ ୧୧୫ ଜଣ, ସମ୍ବଲପୁରରୁ ୧୧୧ ଜଣ ଓ ଅନୁଗୁଳରୁ ୧୧୦ ଆକ୍ରାନ୍ତ ଚିହ୍ନଟ । ସୁନ୍ଦରଗଡରୁ ୧୦୧ ଜଣ, କୋରାପୁଟରୁ ୯୮ ଜଣ ଓ ଗଞ୍ଜାମରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ । ଢେଙ୍କାନାଳ ଓ ନବରଙ୍ଗପୁରରୁ ୭୦ ଜଣ ଲେଖାଏଁ ପଜିଟିଭ ଚିହ୍ନଟ । ବଲାଙ୍ଗିରରୁ ୬୭ ଜଣ, କଳାହାଣ୍ଡିରୁ ୫୭ ଓ କନ୍ଧମାଳରୁ ୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

Corona Update Odisha new 4237 tested corona positive and 15 deaths

ରାୟଗଡାରୁ ୫୧ ଜଣ, ନୟାଗଡରୁ ୫୦ ଜଣ ଓ ମାଲକାନଗିରିରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ । କେନ୍ଦୁଝର ଓ ଗଜପତିରୁ ୪୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ଦେବଗଡରୁ ୨୨ ଜଣ

୧୫ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ସର୍ବାଧିକ ୦୪ ଜଣ କରୋନା ଆକ୍ରାନ୍ତ ମୃତ । ମୟୁରଭଞ୍ଜ ଓ ପୁରୀରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ । ନୟାଗଡ, ନୂଆପଡା, କଟକ ଓ ବାଲେଶ୍ୱରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଢେଙ୍କାନାଳ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ ।

ଭୁବନେଶ୍ୱରର ୦୪ ମୃତକ ୬୨, ୩୫, ୪୨ ଓ ୭୦ ବର୍ଷୀୟ ପୁରୁଷ । ମୟୁରଭଞ୍ଜର ୦୨ ମୃତକ ୬୩ ଓ ୭୪ ବର୍ଷୀୟ ପୁରୁଷ । ପୁରୀ ଜିଲ୍ଲାର ୦୨ ମୃତକ ୭୦ ଓ ୭୨ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ । ନୟାଗଡର ୭୨ ବର୍ଷୀୟ ପୁରୁଷ । ନୂଆପଡାର ୩୭ ବର୍ଷୀୟ ପୁରୁଷ ଆକ୍ରାନ୍ତ ମୃତ । କଟକରୁ ୬୭ ଓ ଢେଙ୍କାନାଳରୁ ୭୨ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ । କନ୍ଧମାଳର ୭୫ ଓ ମାଲକାନଗିରିର ୪୧ ବର୍ଷୀୟ ପୁରୁଷ ଆକ୍ରାନ୍ତ ମୃତ । ବାଲେଶ୍ୱର ଜିଲ୍ଲାର ଜଣେ ୫୧ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ।

ଦେଶର କରୋନା ଖବର:

ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଜି ୮୩,୩୪୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୧,୦୮୫ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ । ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୫୬,୪୬,୦୧୧ କୁ ବୃଦ୍ଧି ହୋଇଛି । ଦେଶରେ ମୋଟ ଆକ୍ଟିଭ କେସ ୯,୬୮,୩୭୭ ସୁସ୍ଥ ହୋଇଛନ୍ତି ୪୫,୮୭,୬୨୪ ଓ ୯୦,୦୫୦ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ହାର ୦.୮୨ ପ୍ରତିଶତ କୁ ବୃଦ୍ଧି ହୋଇଛି ।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *