ରାଜ୍ୟରେ ଆଜି ସର୍ବାଧିକ ୧୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ସର୍ବାଧିକ ୧୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।, New 156 corona positive case found in odisha today, Nitidina, Odisha, Stay home Stay safe, Corona, Covid-19, News

ରାଜ୍ୟରେ ଆଜି ସର୍ବାଧିକ ୧୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ଆଜି ସବୁଠୁ ସର୍ବାଧିକ କରୋନା ପଜିଟିଭ ଚିହ୍ନଟ । ୨୦୦୦ କୁ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା । ଆଜି ଗୋଟିଏ ଦିନରେ ୧୫୦ କୁ ଅତିକ୍ରମ କରିଛି କରୋନା ଆକ୍ରାନ୍ତ ।

୧୫୬ କରୋନା ପଜିଟିଭ ମଧ୍ୟରୁ ୧୫୩ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୩ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ୧୯ ଟି ଜିଲ୍ଲାରୁ ୧୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।

କେନ୍ଦ୍ରାପଡା ଜିଲ୍ଲାରେ ସର୍ବାଧିକ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରୁ ୨୦ ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ ଜଣ, ଜଗତସିଂହପୁରରୁ ୧୪ କରୋନା ଆକ୍ରାନ୍ତ ଚିହ୍ନଟ । ଯାଜପୁର ଜିଲ୍ଲାରୁ ୧୧ ଜଣ, କନ୍ଧମାଳରୁ ୦୯ ଓ ଭଦ୍ରକ ଜିଲାରୁ ୦୭ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଜି ସର୍ବାଧିକ ୧୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।, New 156 corona positive case found in odisha today, Nitidina, Odisha, Stay home Stay safe, Corona, Covid-19, News
ରାଜ୍ୟରେ ଆଜି ସର୍ବାଧିକ ୧୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ଖୋର୍ଦ୍ଧା, ନୟାଗଡ, ସୁନ୍ଦରଗଡ, ନୂଆପଡା, ମୟୁରଭଞ୍ଜ, ବରଗଡ଼,ସୋନପୁର ଜିଲ୍ଲାରୁ ୦୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ବଲାଙ୍ଗିର ଓ ସମ୍ବଲପୁର ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ, କେନ୍ଦୁଝର ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ମାଲକାନଗିରି, ଢେଙ୍କାନାଳ ଓ ସମ୍ବଲପୁର ରେ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ।

ଓଡିଶାର କରୋନା ଖବର:

ଆଜି ନୂଆ ୧୫୬ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ ରେ ପହଁଚିଲା । ରାଜ୍ୟରେ ମୋଟ ଆକ୍ଟିଭ କେସ ୯୬୯ ସୁସ୍ଥ ହୋଇଛନ୍ତି ୧୧୨୬ ଓ ମୃତ ସଂଖ୍ୟା ୭ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୧,୯୦,୬୨୨ ରେ ପହଁଚିଲା । ୯୩,୩୪୮ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୯୧,୮୫୫ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୫,୪୦୮ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *