ରାଜ୍ୟରେ ଆଜି ୧୦୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୧୦୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 108 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୦୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

୧୪୬ କରୋନା ପଜିଟିଭ ମଧ୍ୟରୁ ୯୫ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୩ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୦୮ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୬୩ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୨୯୫, ସୁସ୍ଥ ହୋଇଛନ୍ତି ୨,୮୫୪ ଓ ମୃତ ସଂଖ୍ୟା ୧୧ ।

ରାଜ୍ୟରେ ଆଉ ୧୬ ଜଣ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା ୧୬ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ ।

କେଉଁ ଜିଲାରୁ କେତେ ଚିହ୍ନଟ:

୧୦୮ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ପୁରୀ ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ । ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ୦୯ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୦୮ ଜଣ, ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରୁ ୦୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

କେନ୍ଦୁଝରରୁ ୦୫ ଜଣ, ବାଲେଶ୍ୱର ରୁ ୦୪ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କଟକ, କଳାହାଣ୍ଡି, ବରଗଡ଼, ବଲାଙ୍ଗିର ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୪୩,୦୫୧ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୫୨,୭୭୨, ସୁସ୍ଥ ହୋଇଛନ୍ତି ୧,୮୦,୩୨୦ ଓ ୯,୯୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *