ରାଜ୍ୟରେ ଆଜି ୧୦୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।
୧୪୬ କରୋନା ପଜିଟିଭ ମଧ୍ୟରୁ ୯୫ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୩ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୦୮ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୬୩ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୨୯୫, ସୁସ୍ଥ ହୋଇଛନ୍ତି ୨,୮୫୪ ଓ ମୃତ ସଂଖ୍ୟା ୧୧ ।
6. Balasore: 4
7. Cuttack: 1
8. Jagatsinghpur: 9
9. Ganjam: 8
10. Puri: 15
11. Gajapati: 7
12. Sundargarh: 2
13. Kalahandi: 1
14. Bargarh: 1
15. Bolangir: 1
16. Fire personnel returned from Amphan duty in West Bengal : 16— I & PR Department, Odisha (@IPR_Odisha) June 16, 2020
ରାଜ୍ୟରେ ଆଉ ୧୬ ଜଣ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା ୧୬ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ ।
New recoveries: 146
Cumulative tested: 205501
Positive: 4163
Recovered: 2854
Active cases: 1295— I & PR Department, Odisha (@IPR_Odisha) June 16, 2020
କେଉଁ ଜିଲାରୁ କେତେ ଚିହ୍ନଟ:
୧୦୮ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ପୁରୀ ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ । ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ୦୯ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୦୮ ଜଣ, ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରୁ ୦୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।
କେନ୍ଦୁଝରରୁ ୦୫ ଜଣ, ବାଲେଶ୍ୱର ରୁ ୦୪ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କଟକ, କଳାହାଣ୍ଡି, ବରଗଡ଼, ବଲାଙ୍ଗିର ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ।
ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୪୩,୦୫୧ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୫୨,୭୭୨, ସୁସ୍ଥ ହୋଇଛନ୍ତି ୧,୮୦,୩୨୦ ଓ ୯,୯୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।