ରାଜ୍ୟରେ ଆଜି ୧୩୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ।

ରାଜ୍ୟରେ ଆଜି ୧୩୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ।, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, new 130 corona positive case found in odisha, one more corona case death in odisha

ରାଜ୍ୟରେ ଆଜି ୧୩୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮ କୁ ବଢ଼ିଲା । ଖୋର୍ଦ୍ଧା ଜିଲ୍ଲାରୁ ୬୩ ବର୍ଷୀୟ ବୃଦ୍ଧଙ୍କର ମୃତ୍ୟୁ ହୋଇଥିବା ସୂଚନା ।

ନୂଆ ୧୩୦ କରୋନା ଆକ୍ରାନ୍ତ ମଧ୍ୟରୁ କଟକ ଜିଲ୍ଲାରୁ ୨୩ ଜଣ ଚିହ୍ନଟ । ଖୋର୍ଦ୍ଧା ଓ ମୟୁରଭଞ୍ଜ ଜିଲ୍ଲାରୁ ୨୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୧୨ କରୋନା ଆକ୍ରାନ୍ତ ଚିହ୍ନଟ । ସୁନ୍ଦରଗଡ ଓ ଗଜପତି ଜିଲ୍ଲାରୁ ୦୭ ଜଣ ଲେଖାଏଁ ଚିହ୍ନଟ । କୋରାପୁଟ ଜିଲ୍ଲାରୁ ୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଭଦ୍ରକ ଓ ବରଗଡ଼ ରୁ ୦୪ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ଢେଙ୍କାନାଳ, କେନ୍ଦୁଝର ଓ କେନ୍ଦ୍ରାପଡା ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ପୁରୀ, ଅନୁଗୁଳ, ରାୟଗଡା, ଜଗତସିଂହପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଜି ୧୩୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ।, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, new 130 corona positive case found in odisha, one more corona case death in odisha
ରାଜ୍ୟରେ ଆଜି ୧୩୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ।

୧୩୦ କରୋନା ପଜିଟିଭ ମଧ୍ୟରୁ ୧୨୪ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୬ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ୨୧ ଟି ଜିଲ୍ଲାରୁ ୧୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।

ଆଜି ନୂଆ ୧୩୦ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୦୮ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୧୧୭ ସୁସ୍ଥ ହୋଇଛନ୍ତି ୧,୪୮୧ ଓ ମୃତ ସଂଖ୍ୟା ୮ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୨୬,୮୫୯ କୁ ବୃଦ୍ଧି ହେଇଛି । ୧,୧୨,୦୩୪ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୦୮,୪୫୦ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୬,୩୬୩ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *