ରାଜ୍ୟରେ ଆଜି ୧୪୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୧୪୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୧୪୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

୧୪୩ କରୋନା ପଜିଟିଭ ମଧ୍ୟରୁ ୧୩୨ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୧ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି ।

ଆଜି ନୂଆ ୧୪୩ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୯୯୧ ସୁସ୍ଥ ହୋଇଛନ୍ତି ୧୨୪୫ ଓ ମୃତ ସଂଖ୍ୟା ୭ ।

ରାଜ୍ୟରେ ଆଜି ୧୪୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।
ରାଜ୍ୟରେ ଆଜି ୧୪୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।
ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୦୭,୯୧୦ କୁ ବୃଦ୍ଧି ହେଇଛି । ୧,୦୧,୭୮୫ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୦୦,୨୮୫ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୫,୮୨୯ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *