ରାଜ୍ୟରେ ଆଜି ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।, 146 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

୧୪୬ କରୋନା ପଜିଟିଭ ମଧ୍ୟରୁ ୧୨୮ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୮ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୪୬ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୫୫ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୩୩୩, ସୁସ୍ଥ ହୋଇଛନ୍ତି ୨,୭୦୮ ଓ ମୃତ ସଂଖ୍ୟା ୧୧ ।

୧୪୬ କରୋନା ପଜିଟିଭ ମଧ୍ୟରୁ ୦୯ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା ୦୯ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ ।

କେଉଁ ଜିଲାରୁ କେତେ ଚିହ୍ନଟ:

କନ୍ଧମାଳରୁ ଜିଲ୍ଲାରୁ ସର୍ବାଧିକ ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଭଦ୍ରକ ଓ କଟକ ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ । ଗଞ୍ଜାମ ଓ ବାଲେଶ୍ୱର ଜିଲ୍ଲାରୁ ୦୮ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୦୭ ଜଣ, ଅନୁଗୁଳରୁ ୦୬ ଜଣ ଓ ରାୟଗଡା ଜିଲ୍ଲାରୁ ୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

ନୟାଗଡ, ସୁନ୍ଦରଗଡ ଓ ଜଗତସିଂହପୁର ଜିଲ୍ଲାରୁ ୦୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ସୋନପୁର ଜିଲ୍ଲାରୁ ୦୨, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆଜି ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।, 146 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown
ରାଜ୍ୟରେ ଆଜି ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।
ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୩୨,୫୫୯ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୫୩,୩୧୬, ସୁସ୍ଥ ହୋଇଛନ୍ତି ୧,୬୯,୬୮୩ ଓ ୯,୫୨୧ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *