ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।, 146 corona case recovered in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୪୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ୩ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । କୋଲକାତା ଫେରନ୍ତା ୬୧ NDRF ଯବାନ ପଜିଟିଭ ଚିହ୍ନଟ ହୋଇଥିବା ଜଣ ପଡିଛି ।

୧୪୬ କରୋନା ପଜିଟିଭ ମଧ୍ୟରୁ ୧୨୭ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୯ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ଆଜି ୧୭ ଜିଲ୍ଲାରୁ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ନୂଆ ୧୪୬ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଓ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଜଗତସିଂହପୁର ଜିଲ୍ଲାରୁ ୦୮ ଜଣ, ସୁନ୍ଦରଗଡ ଓ ବାଲେଶ୍ୱର ଜିଲ୍ଲାରୁ ୦୭ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୦୫ ଜଣ ହୋଇଥିବା ବେଳେ ନୟାଗଡ, ମୟୁରଭଞ୍ଜ ଓ କଳାହାଣ୍ଡି ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

କେନ୍ଦୁଝର, କଟକ, କନ୍ଧମାଳ ଓ କେନ୍ଦ୍ରାପଡା ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଢେଙ୍କାନାଳ, ମାଲକାନଗିରି, ଯାଜପୁର ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା ସଂକ୍ରମଣ ନେଇ ଅଗ୍ନିଶମ ଡ଼ିଜିଙ୍କ ଟୁଇଟ । କୋଲକାତାରୁ ବାତ୍ୟା ପୁନରୁଦ୍ଧାର ପାଇଁ ଯାଇ ଫେରିଥିଲେ ।

ଆଜି ନୂଆ ୧୪୬ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧୧୩୬, ସୁସ୍ଥ ହୋଇଛନ୍ତି ୧୯୯୩ ଓ ମୃତ ସଂଖ୍ୟା ୦୯ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୬୬,୦୨୬ କୁ ବୃଦ୍ଧି ହେଇଛି । ୧,୨୯,୦୪୪ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୨୯,୪୮୯ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୭,୪୭୮ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *