ରାଜ୍ୟରେ ଆଉ ୧୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ୧୮ଟି ଜିଲ୍ଲାରୁ ଆଜି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଉ ୦୨ ଜଣ କରୋନା ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୭ କୁ ବୃଦ୍ଧି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୪,୦୧୫ ରେ ପହଁଚିଛି ।
6. Jagatsinghpur: 19
7. Cuttack: 3
8. Dhenkanal: 9
9. Bargarh: 1
10. Ganjam: 30
11. Gajapati: 41
12. Puri: 1
13. Sundargarh: 4
14. Bolangir: 1
15. Mayurbhanj: 14
16. Koraput: 1
17. Jharsuguda: 3
18. Kendrapada: 7— I & PR Department, Odisha (@IPR_Odisha) June 23, 2020
୧୬୭ ନୂଆ କରୋନା ପଜିଟିଭ ମଧ୍ୟରୁ ୧୫୦ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୭ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୬୭ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୫୮୩, ସୁସ୍ଥ ହୋଇଛନ୍ତି ୩,୮୬୩ ଓ ମୃତ ସଂଖ୍ୟା ୧୭ ।
କେଉଁ ଜିଲାରୁ କେତେ ଚିହ୍ନଟ:
ଆଜି ୧୪୩ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ ଜିଲ୍ଲାରୁ ୩୦ ଓ ଜଗତସିଂହପୁର ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ । ମୟୁରଭଞ୍ଜ ଜିଲ୍ଲାରୁ ୧୪ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।
ଖୋର୍ଦ୍ଧା ଜିଲ୍ଲାରୁ ୦୮ ଓ କେନ୍ଦ୍ରାପଡା ଜିଲ୍ଲାରୁ ୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ରାୟଗଡା ଓ ଯାଜପୁର ୦୫ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ସୁନ୍ଦରଗଡ ଜିଲ୍ଲାରୁ ୦୪ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଝାରସୁଗୁଡା ଓ କଟକ ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ନୟାଗଡରୁ ୦୨ ଜଣ କରୋନା ପଜିଟିଭ ଚିହ୍ନଟ । ପୁରୀ, କୋରାପୁଟ, ବରଗଡ଼ ଓ ବଲାଙ୍ଗୀର ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।
ଦେଶର କରୋନା ଖବର:
ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୪,୪୦,୬୮୫ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୭୮,୪୭୯, ସୁସ୍ଥ ହୋଇଛନ୍ତି ୨,୪୮,୧୪୦ ଓ ୧୪,୦୧୫ ଜଣଙ୍କର ମୃତ୍ୟୁ ହୋଇଛି ।
ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।