ରାଜ୍ୟରେ ଆଉ ୧୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଉ ୧୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 167 corona positive found & 2 death in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଉ ୧୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ୧୮ଟି ଜିଲ୍ଲାରୁ ଆଜି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ । ରାଜ୍ୟରେ ଆଉ ୦୨ ଜଣ କରୋନା ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୭ କୁ ବୃଦ୍ଧି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୪,୦୧୫ ରେ ପହଁଚିଛି ।

୧୬୭ ନୂଆ କରୋନା ପଜିଟିଭ ମଧ୍ୟରୁ ୧୫୦ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୧୭ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୬୭ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୫୮୩, ସୁସ୍ଥ ହୋଇଛନ୍ତି ୩,୮୬୩ ଓ ମୃତ ସଂଖ୍ୟା ୧୭ ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୧୪୩ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ ଜିଲ୍ଲାରୁ ୩୦ ଓ ଜଗତସିଂହପୁର ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ । ମୟୁରଭଞ୍ଜ ଜିଲ୍ଲାରୁ ୧୪ ଜଣ ଓ ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଉ ୧୬୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 167 corona positive found & 2 death in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ଖୋର୍ଦ୍ଧା ଜିଲ୍ଲାରୁ ୦୮ ଓ କେନ୍ଦ୍ରାପଡା ଜିଲ୍ଲାରୁ ୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ରାୟଗଡା ଓ ଯାଜପୁର ୦୫ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ସୁନ୍ଦରଗଡ ଜିଲ୍ଲାରୁ ୦୪ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଝାରସୁଗୁଡା ଓ କଟକ ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ନୟାଗଡରୁ ୦୨ ଜଣ କରୋନା ପଜିଟିଭ ଚିହ୍ନଟ । ପୁରୀ, କୋରାପୁଟ, ବରଗଡ଼ ଓ ବଲାଙ୍ଗୀର ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୪,୪୦,୬୮୫ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୭୮,୪୭୯, ସୁସ୍ଥ ହୋଇଛନ୍ତି ୨,୪୮,୧୪୦ ଓ ୧୪,୦୧୫ ଜଣଙ୍କର ମୃତ୍ୟୁ ହୋଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published.