ରାଜ୍ୟରେ ଆଜି ୨୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୨୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, new 218 corona positive case found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, unlock

ରାଜ୍ୟରେ ଏବେ କରନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିଚାଲିଛି । ରାଜ୍ୟରେ ଆଜି ୨୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ୨୧ ଟି ଜିଲ୍ଲାରୁ ଆଜି ୨୧୮ ଜଣ କରୋନା ପଜିଟିଭ ଚିହ୍ନଟ ।

୨୧୮ ନୂଆ କରୋନା ପଜିଟିଭ ମଧ୍ୟରୁ ୧୯୮ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୨୦ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୨୧୮ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୧୮୦ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୮୬୫, ସୁସ୍ଥ ହୋଇଛନ୍ତି ୪,୨୯୧ ଓ ମୃତ ସଂଖ୍ୟା ୧୭ ।

ଆଜି ୦୭ ଜଣ ନୂଆ NDRF ଯବାନ କରୋନା ଚିହ୍ନଟ ହୋଇଛନ୍ତି । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା ୦୭ NDRF ଓ ଅଗ୍ନିଶମ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୧୮ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଗଜପତି ଜିଲ୍ଲାରୁ ୨୭ ଜଣ ଓ ଭଦ୍ରକ ଜିଲ୍ଲାରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ୧୭ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

ମୟୁରଭଞ୍ଜ ଜିଲ୍ଲାରୁ ୦୯ ଓ ବାଲେଶ୍ୱର ଜିଲ୍ଲାରୁ ୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କେନ୍ଦ୍ରାପଡା ଜିଲ୍ଲାରୁ ୦୬, କଟକରୁ ୦୫ ଓ ଝାରସୁଗୁଡା ଜିଲାରୁ ୦୪ ଜଣ କରୋନା ପଜିଟିଭ ଚିହ୍ନଟ । ଅନୁଗୁଳ, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଯାଜପୁର ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଜି ୨୧୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, new 218 corona positive case found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, unlock

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୪,୯୦,୮୧୮ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୮୯,୭୮୪, ସୁସ୍ଥ ହୋଇଛନ୍ତି ୨,୮୫,୬୭୧ ଓ ୧୫,୩୦୮ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ଏବେ ଆକ୍ଟିଭ କେସ ଅପେକ୍ଷା ଆରୋଗ୍ୟ ସଂଖ୍ୟା ଅଧିକ । ଗୋଟିଏ ପଟେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଅନ୍ୟ ପଟେ ଆରୋଗ୍ୟ ହାର ମଧ୍ୟ୍ୟ ବଢିଛି । ଦେଶରେ ଆରୋଗ୍ୟ ହାର ୧.୫% ରେ ରହିଛି ଓ ମୃତ୍ୟୁ ହାର ୦.୧୧% ରେ ଅଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *