ରାଜ୍ୟରେ ଆଜି ୨୫୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୨୫୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, new 251 corona positive case found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, unlock

ରାଜ୍ୟରେ ଆଜି ୨୫୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ୧୯ ଟି ଜିଲ୍ଲାରୁ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

୨୫୧ ନୂଆ କରୋନା ପଜିଟିଭ ମଧ୍ୟରୁ ୨୦୮ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୪୩ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜିର ନୂଆ ୨୫୧ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୩୧୬ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୨,୦୯୪, ସୁସ୍ଥ ହୋଇଛନ୍ତି ୫,୧୮୯ ଓ ମୃତ ସଂଖ୍ୟା ୨୫ କୁ ବୃଦ୍ଧି ହୋଇଛି ।

ଆଜି ଜଣେ ନୂଆ NDRF କର୍ମଚାରୀ କରୋନା ଚିହ୍ନଟ ହୋଇଛନ୍ତି । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା NDRF କର୍ମଚାରୀ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୫୧ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଆଜି ଗଞ୍ଜାମ ମାରିଲା ଶତକ । କଟକ ଜିଲ୍ଲାରୁ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ କରୋନା ପଜିଟିଭ ଚିହ୍ନଟ । ନୟାଗଡ ଜିଲ୍ଲାରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ଓ ବରଗଡ ଜିଲ୍ଲାରୁ ୧୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ମାଲ୍କାନଗିର ଜିଲ୍ଲାରୁ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ୦୭ ଜଣ କରୋନା ପଜିଟିଭ ଚିହ୍ନଟ । ଗଜପତି ଜିଲ୍ଲାରୁ ୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଝାରସୁଗୁଡା ଓ ମୟୁରଭଞ୍ଜ ଜିଲ୍ଲାରୁ ୦୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । କେଦ୍ରାପଡା, ବଲାଙ୍ଗିର ଓ ଦେଓଗଡ ଜିଲ୍ଲାରୁ ୦୪ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଓ ସମ୍ବଲପୁର ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳ, ସୋନପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୫,୮୫,୭୦୩ କୁ ବୃଦ୍ଧି ହେଇଛି । ଦେଶରେ ମୋଟ ଆକ୍ଟିଭ କେସ ୨,୨୦,୩୮୮, ସୁସ୍ଥ ହୋଇଛନ୍ତି ୩,୪୭,୮୩୯ ଓ ୧୭,୪୧୦ ଜଣଙ୍କର ମୃତ୍ୟୁ ହୋଇଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *