ରାଜ୍ୟରେ ଆଜି ପୁଣି ଆଉ ୦୩ ଜଣଙ୍କର ମୁଣ୍ଡ ନେଲା କରୋନା ଏବଂ ୨୬୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ପୁଣି ଆଉ ୦୩ ଜଣଙ୍କର ମୁଣ୍ଡ ନେଲା କରୋନା ଏବଂ ୨୬୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, new 264 corona positive case found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, unlock

ରାଜ୍ୟରେ ଆଜି ପୁଣି ଆଉ ୦୩ ଜଣଙ୍କର ମୁଣ୍ଡ ନେଲା କରୋନା ଏବଂ ୨୫୦ ରୁ ଅଧିକା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଜି ୨୬୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦ କୁ ଟପିଲା ଆଉ ଦେଶରେ ୨୪ ଘଣ୍ଟାରେ ୩୭୦ ଜଣଙ୍କର ମୁଣ୍ଡ ନେଇଛି କରୋନା । ୨୩ ଟି ଜିଲ୍ଲାରୁ ଆଜି ୨୬୪ ଜଣ କରୋନା ପଜିଟିଭ ଚିହ୍ନଟ ।

୨୬୪ ନୂଆ କରୋନା ପଜିଟିଭ ମଧ୍ୟରୁ ୨୩୪ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୩୦ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜିର ନୂଆ ୨୬୪ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୬୨୪ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୯୮୦, ସୁସ୍ଥ ହୋଇଛନ୍ତି ୪,୬୦୬ ଓ ମୃତ ସଂଖ୍ୟା ୨୧ କୁ ବୃଦ୍ଧି ହୋଇଛି ।

 

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୨୬୪ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଯାଜପୁର ଜିଲ୍ଲାରୁ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । କେନ୍ଦୁଝର ଜିଲ୍ଲାରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ । ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରୁ ୧୮ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଖୋର୍ଦ୍ଧା ଓ ମୟୁରଭଞ୍ଜ ଜିଲ୍ଲାରୁ ୧୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ଓ ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ପୁରୀ ଜିଲ୍ଲାରୁ ୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ ଜିଲ୍ଲାରୁ ୦୪ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ନୟାଗଡ, ମାଲାକାନାଗିର ଓ ବଲାଙ୍ଗିର ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ଭଦ୍ରକ, କନ୍ଧମାଳ, ନୂଆପଡା,ଗଜପତି, କଳାହାଣ୍ଡି, ସମ୍ବଲପୁର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆଜି ପୁଣି ଆଉ ୦୩ ଜଣଙ୍କର ମୁଣ୍ଡ ନେଲା କରୋନା ଏବଂ ୨୬୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, new 264 corona positive case found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown, unlock

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୫,୨୯,୫୭୯ କୁ ବୃଦ୍ଧି ହେଇଛି । ଦେଶରେ ମୋଟ ଆକ୍ଟିଭ କେସ ୨,୦୩,୨୭୪, ସୁସ୍ଥ ହୋଇଛନ୍ତି ୩,୧୦,୧୪୬ ଓ ୧୬,୧୦୩ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ଏବେ ଆକ୍ଟିଭ କେସ ଅପେକ୍ଷା ଆରୋଗ୍ୟ ସଂଖ୍ୟା ଅଧିକ । ଗୋଟିଏ ପଟେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଅନ୍ୟ ପଟେ ଆରୋଗ୍ୟ ହାର ମଧ୍ୟ୍ୟ ବଢିଛି । ଦେଶରେ ଆରୋଗ୍ୟ ହାର ୧.୪୯% ରେ ରହିଛି ଓ ମୃତ୍ୟୁ ହାର ୦.୧୩% ରେ ଅଛି ।

ବନ୍ଧୁଗଣ ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପାଇବା ପାଇଁ ଆମର ଏହି ପୋର୍ଟାଲ କୁ ଫୋଲୋ କରନ୍ତୁ । ଯଦି ଏହି ଖବର ଟି ଆପଣଙ୍କ ମନକୁ ପସନ୍ଦ ଆସିଲା ତେବେ ଏହାକୁ ଲାଇକ କରନ୍ତୁ ଓ ସାଙ୍ଗ ମାନଙ୍କୁ ଶେୟର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published.