ରାଜ୍ୟରେ ଆଜି ୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ।

ରାଜ୍ୟରେ ଆଜି ୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ।, 75 corona case recovered in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ମୃତ୍ୟୁ ସଂଖ୍ୟା ୦୯ କୁ ବୃଦ୍ଧି ।

ମୃତ ହୋଇଥିବା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ମୃତକ ୫୫ ବର୍ଷୀୟ ପୁରୁଷ ଥିଲେ ।

ନୂଆ ୭୫ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୧୮ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । ଯାଜପୁର ଜିଲ୍ଲାରୁ ୦୭ ଜଣ, କଟକ ଓ ବଲାଙ୍ଗିର ଜିଲ୍ଲାରୁ ୦୫ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୋନପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ ଓ କୋରାପୁଟ ଜିଲ୍ଲାରୁ ୦୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । କେନ୍ଦୁଝର, ଗଞ୍ଜାମ, ପୁରୀ ଓ ନୂଆପଡା ଜିଲଲରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଜି ନୂଆ ୭୫ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫୬ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୧୨୯, ସୁସ୍ଥ ହୋଇଛନ୍ତି ୧,୭୧୬ ଓ ମୃତ ସଂଖ୍ୟା ୦୯ ।

ରାଜ୍ୟରେ ଆଜି ୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ।, 75 corona case recovered in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown
ରାଜ୍ୟରେ ଆଜି ୭୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

୭୫ କରୋନା ପଜିଟିଭ ମଧ୍ୟରୁ ୭୨ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୦୩ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ଆଜି ୧୬ ତୁ ଜିଲ୍ଲାରୁ ୭୫ ଜଣ କରୋନା ପଜିଟିଭ ଚିହ୍ନଟ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୨,୪୭,୦୪୦ କୁ ବୃଦ୍ଧି ହେଇଛି । ୧,୨୧,୩୮୬ ଜଣ ଚିକିତ୍ସାଧୀନରେ ଅଛନ୍ତି ଏବଂ ୧,୧୮,୬୯୫ ଜଣ ଭଲ ହୋଇ ଘରକୁ ଫେରିଥିବା ବେଳେ ୬,୯୪୬ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *