ରଜ ପାଇଁ ଖୁସି ଖବର, ନୂଆ ନିୟମ ଘୋଷଣା । ଜାଣନ୍ତୁ କଣ ଆସିଲା ନୂଆ ନିୟମ ।

ରଜ ପାଇଁ ଖୁସି ଖବର, ନୂଆ ନିୟମ ଘୋଷଣା । ଜାଣନ୍ତୁ କଣ ଆସିଲା ନୂଆ ନିୟମ, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ଆସୁଛି ଓଡିଆଙ୍କ ସବୁଠାରୁ ବଡ ପର୍ବ ରଜ । ଦିନକ ପରେ ଅର୍ଥାତ ରବିବାର ଠାରୁ ଆରମ୍ଭ ହେବ ରଜ ପର୍ବ । ତେବେ ଏହି ପର୍ବକୁ ସତର୍କତା ସହ ପାଳନ ପାଇଁ ପରାମର୍ଶ ଦେଇଛନ୍ତି ସରକାର । ରଜ କେମିତି ପାଳନ କରିବେ ସେଥିପାଇଁ ପରାମର୍ଶ ଦେବାକୁ ସ୍ୱତନ୍ତ୍ର ଭାବେ ସରକାରଙ୍କ ତରଫରୁ ପ୍ରେସମିଟ୍ ଡକାଯାଇଥିଲା । ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ରଜ ପାଳନ ନେଇ କଟକଣା ଲଗାଇଛି ପ୍ରଶାସନ । ଏପଟେ ଭୁବନେଶ୍ୱରରେ ଭିଡକୁ ଦେଖି ଶୁକ୍ରବାର ରାତି ୧୦ ଟା ପର୍ଯ୍ୟନ୍ତ କର୍ଫ୍ୟୁକୁ କୋହଳ କରିବାକୁ ପ୍ରଶାସନ ନିଷ୍ପତି ନେଇଛି । ଦୋକାନରେ କିଣିକିଣି ସମୟରେ ସାମାଜିକ ଦୂରତା ରକ୍ଷା କରିବାକୁ ଦିଆଯାଇଛି ନିର୍ଦେଶ । ଆଜି ରାତି ୧୦ରୁ ସକାଳ ୫ଟା ଯାଏଁ ଲାଗିବ ରାତ୍ରି କାଳୀନ କର୍ଫ୍ୟୁ । ରଜ ପାଇଁ ନାଇଟ୍ କର୍ଫ୍ୟୁ କୋହଳ ଆଜି ସଂଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ ଟା ଯାଏଁ ଖୋଲା ରହିବ ବଜାର ।

Pin on Photo wallpaper
Google
ରଜ ପାଇଁ କର୍ଫ୍ୟୁ କୋହଳ ।

ରଜ ପର୍ବକୁ ନଜରରେ ରଖି ଆଜି ରାତି କର୍ଫ୍ୟୁକୁ କୋହଳ କରିଛନ୍ତି ରାଜ୍ୟ ସରକାର । ଆଜି ସଂଧ୍ୟା ୭ଟାରୁ କର୍ଫ୍ୟୁ ଜାରି ହେବ ନାହିଁ । ରାତି ୧୦ଟା ଯାଏଁ ଦୋକାନ ବଜାର ଖୋଲା ରହିବ । ଆଜି ରାତି ୧୦ରୁ କର୍ଫ୍ୟୁ ଲାଗୁ ହେବ । ରବିବାର ପହିଲି ରଜ ଥିବା ବେଳେ ଶନିବାର ଓ ରବିବାର ସଟ୍ ଡାଉନ୍ ରହିବ । ତେଣୁ ଆଜି ସଂଧ୍ୟାର କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।

ସେପେଟ ରଜ ଉତ୍ସବକୁ ଦୃଷ୍ଟିରେ ରଖି କରୋନା ପାଇଁ ଉଗ୍ରତାର ପୀଠ ଓ ବରୁଣେଇ ମନ୍ଦିରରେ ଲାଗିବ ୧୪୪ ଧାରା । ୧୪ ତାରିଖରୁ ୨୦ ତାରିଖ ଯାଏଁ ପ୍ରତିବର୍ଷ ସେଠାରେ ରଜ ଉତ୍ସବ ପାଳନ କରାଯାଏ । ଅଧିକ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏଠାରେ ୭ ଦିନ ଧରି ୧୪୪ ଧାରା ଜାରି କରାଯିବ । ୟଏହି ସମୟରେ କୌଣସି ପ୍ରକାର ଉତ୍ସବ ଓ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବନି । ସେହିପରି କେନ୍ଦୁଝରରେ ରଜ ପର୍ବ ପାଳନ ପାଇଁ ହେଉଥିବା ସମସ୍ତ ପ୍ରକାର ମେଳା, ମେହୋତ୍ସବ ଓ ଦୋଳି ଖେଳ ଉପରେ ରୋକ୍ ଲଗାଇଛି ଜିଲ୍ଲାପ୍ରଶାସନ ।

Night Curfew Relaxed On Coming Friday In View Of Raja Festival ...
Google

ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହି ସମୟରେ କୌଣସି ପ୍ରକାର ଜନସମାଗମ ହୋଇପାରିବ ନାହିଁ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି । ତେବେ ଏହି ସମୟରେ ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଗାର୍ମେଂଟ ଓ ଷ୍ଟେସନାରୀ ଦୋକାନ ସମେତ ସମସ୍ତ ପ୍ରକାର ଅତ୍ୟାବଶ୍ୟକ ସାମଗ୍ରୀ ଦେକାନ ଖୋଲା ରହିବ । ତେବେ ଅନ୍ୟ ଦୋକାନ ଗୁଡିକ ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲାବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

Leave a Reply

Your email address will not be published. Required fields are marked *