୧୫ ଦିନରେ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଁଞ୍ଚାଯାଉ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

୧୫ ଦିନରେ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଁଞ୍ଚାଯାଉ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

ପ୍ରବାସୀ ଶ୍ରମିକଙ୍କ ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ପ୍ରବାସୀ ଶ୍ରମିକଙ୍କ ଦୁର୍ଦଶା ସମ୍ପର୍କରେ ଶୁଣାଣି ବେଳେ କୋର୍ଟ କେନ୍ଦ୍ର ସରକାର ଓ ରାଜ୍ୟଙ୍କୁ ନିର୍ଦେଶ ଦେଇଛନ୍ତି ଯେ, ସମସ୍ତ ପ୍ରବାସୀଙ୍କୁ ୧୫ ଦିନ ଭିତରେ ଘରେ ପହଁଞ୍ଚା ଯାଉ …

Read More