ରାଜ୍ୟରେ ଆଜି ୧୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ।

ରାଜ୍ୟରେ ଆଜି ୧୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 165 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown

ରାଜ୍ୟରେ ଆଜି ୧୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ରାଜ୍ୟରେ ଆଉ ୧୧ ଜଣ ନୂଆ ଅଗ୍ନିଶମ କର୍ମଚାରୀ କରୋନା ଚିହ୍ନଟ । ପଶ୍ଚିମବଙ୍ଗ ଅମ୍ପନ ମୁକାବିଲା କରି ଫେରିଥିବା ୧୧ ଅଗ୍ନିଶମ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ।

କେଉଁ ଜିଲାରୁ କେତେ ଚିହ୍ନଟ:

ଆଜି ୧୭୫ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଗଜପତି ରୁ ୨୮ ଓ ବାଲେଶ୍ୱର ଜିଲ୍ଲାରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ । କଟକ ଜିଲ୍ଲାରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାରୁ ୦୮ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ପୁରୀ ଜିଲ୍ଲାରୁ ୦୭ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ନବରଙ୍ଗପୁର ଓ ମୟୁରଭଞ୍ଜ ଜିଲ୍ଲାରୁ ୦୩ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ । ଝାରସୁଗୁଡା ଓ ବଲାଙ୍ଗିର ଜିଲ୍ଲାରୁ ୦୨ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର, ଅନୁଗୁଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ । କୋରାପୁଟ ଓ ନୟାଗଡ ଜିଲ୍ଲାରୁ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ।

ରାଜ୍ୟରେ ଆଜି ୧୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ, 165 corona positive found in odisha, Nitidina, Odisha, News, Real Story, Health Tips, Life style, Daily Living, Tips, Job Updates, Yoga, Meditation, Stay Healthy, Save Tree, Save Life, Extended Lockdown
ରାଜ୍ୟରେ ଆଜି ୧୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆ କରୋନା ପଜିଟିଭ ମଧ୍ୟରୁ ୧୪୦ କ୍ଵାରେଣ୍ଟାଇନ୍‌ ସେଣ୍ଟରରୁ ଓ ୨୫ ଜଣ ଲୋକାଲ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି । ଆଜି ନୂଆ ୧୬୫ କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୬୭୭ କୁ ବୃଦ୍ଧି ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୫୧୯, ସୁସ୍ଥ ହୋଇଛନ୍ତି ୩,୧୪୪ ଓ ମୃତ ସଂଖ୍ୟା ୧୧ ।

ଦେଶର କରୋନା ଖବର:

ଭାରତରେ ମୋଟ୍ କରୋନା ଅଙ୍କ୍ରାନ୍ତଙ୍କ ସଂଖ୍ୟା ୩,୮୧,୩୨୦ କୁ ବୃଦ୍ଧି ହେଇଛି । ରାଜ୍ୟରେ ମୋଟ ଆକ୍ଟିଭ କେସ ୧,୬୩,୪୮୬, ସୁସ୍ଥ ହୋଇଛନ୍ତି ୨,୦୫,୧୮୩ ଓ ୧୨,୬୦୫ ଜଣଙ୍କର ମୃତ୍ୟୁ ହୋଇଛି । ଏମିତି ସବୁବେଳେ ସମସ୍ତ ଖବର ପ୍ରତିଦିନ ପଢିବା ପାଇଁ ତଳେ ଲାଇକ କରନ୍ତୁ ଆମ ଫେସବୁକ ପେଜକୁ, ଏହି ପୋଷ୍ଟକୁ ଅଧିକ ଅଧିକ ସେୟାର କରନ୍ତୁ ।

About admin

Blog sharing Information & Tips about Travelling Tips, Health Tips, Daily Living Life, Life Style, Trends and more to help people to Enjoy the beautiful Life.

View all posts by admin →

Leave a Reply

Your email address will not be published. Required fields are marked *